ଆମେରିକାରେ ଟ୍ରମ୍ପ ସରକାରଙ୍କ ବିରୋଧରେ ବିଶାଳ ବିଦ୍ରୋହ, ଟ୍ରମ୍ପ ଏବେ ବିଦା ହୁଅନ୍ତୁ ଲେଖି ଆକ୍ରୋଶ ପ୍ରକାଶ
ଆମେରିକାରେ ଟ୍ରମ୍ପ ସରକାରଙ୍କ ବିରୋଧରେ ବିଶାଳ ବିଦ୍ରୋହ । ଆମେରିକାର ସମସ୍ତ ୫୦ ରାଜ୍ୟରେ ଟ୍ରମ୍ପ ସରକାରଙ୍କ ବିରୋଧରେ ଲକ୍ଷ ଲକ୍ଷ ଲୋକ ରାସ୍ତାକୁ ଓହ୍ଲାଇଛନ୍ତି। "ନୋ କିଙ୍ଗସ୍" ଶୀର୍ଷକ ଏହି ବିକ୍ଷୋଭ ପ୍ରଦର୍ଶନରେ ପ୍ରାୟ ୮୦ ରୁ ୯୦ ଲକ୍ଷ ଲୋକ ସାମିଲ ହୋଇଥିଲେ। ସାନ୍-ଫ୍ରାନ୍ସିସ୍କୋର…