୨ ବର୍ଷ ପରେ ରିଷ୍ଟୋର ହେଲା ଟ୍ରମ୍ପଙ୍କ ଫେସବୁକ, ଇନଷ୍ଟାଗ୍ରାମ ଆକାଉଣ୍ଟ
ନୂଆଦିଲ୍ଲୀ : ରିଷ୍ଟୋର ହେଲା ଟ୍ରମ୍ପଙ୍କ ଫେସବୁକ, ଇନଷ୍ଟାଗ୍ରାମ ଆକାଉଣ୍ଟ । ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉଭୟ ଫେସବୁକ ଓ ଇନଷ୍ଟାଗ୍ରାମ୍ ଆକାଉଣ୍ଟକୁ ରିଷ୍ଟୋର୍ କରିଛି ମେଟା । ବ୍ୟାନ୍ ହେବାର ପ୍ରାୟ ୨ ବର୍ଷ ପରେ ଟ୍ରମ୍ପଙ୍କ ଫେସବୁକ୍ ଓ ଇନଷ୍ଟାଗ୍ରାମ୍…