Browsing Tag

Dozens killed

ଉତ୍ତର ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଉତ୍ତର ଗାଜାରେ ଇସ୍ରାଏଲ ସେନାର ପ୍ରଚଣ୍ଡ ଆକ୍ରମଣ । ଜାବାଲିଆ ଅଞ୍ଚଳରେ ଜେଟ୍ ରୁ ଘନ ଘନ ଆକ୍ରମଣ । ଏଥିରେ ହମାସର ଭୂତଳ ଭିତ୍ତିଭୂମି ଛାରଖାର । ହମାସର ଅନେକ ବରିଷ୍ଠ କମାଣ୍ଡରର ମୃତ୍ୟୁ ହୋଇଥିବା ଇସ୍ରାଏଲୀ ସେନା କହିଛି । ଆକ୍ରମଣରେ ବିଭିନ୍ନ କୋଠା କ୍ଷତିଗ୍ରସ୍ତ ହୋଇଛି ।…