କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ଶତ ପ୍ରତିଶତ ସଫଳତା, ସ୍କୁଲ୍ ଟପ୍ପର ହୋଇଛନ୍ତି ତ୍ରିଶା ରଥ
ଭୁବନେଶ୍ୱର : ସିବିଏସ୍ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ଶତ ପ୍ରତିଶତ ସଫଳତା । ଦ୍ୱାଦଶରେ ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ତ୍ରିଶା ରଥ କଳାରେ ସର୍ବାଧିକ ୯୯.୪ ପ୍ରତିଶତ ନମ୍ବର ରଖି ସ୍କୁଲ୍…