Browsing Tag

dr. achyut samanta

ବାଲିଗୁଡାରେ ବିଜେଡିର ଶକ୍ତି ପ୍ରଦର୍ଶନ, ପ୍ରଚାର ମୈଦାନରେ କନ୍ଧମାଳ ବିଜେଡି ସାଂସଦ ପ୍ରାର୍ଥୀ ଡ଼ଃ ଅଚ୍ୟୁତ ସାମନ୍ତ

ବାଲିଗୁଡା : ବାଲିଗୁଡାରେ ବିଜେଡି ଦେଖାଇଲା ଶକ୍ତି  l ହଜାର ହଜାର ବିଜେଡି କର୍ମୀ, ବିଜୁ ପ୍ରେମୀ ଓ ସମର୍ଥକଙ୍କ ସହ ନିର୍ବାଚନୀ ପ୍ରଚାର ମୈଦାନକୁ ଓଲ୍ହାଇଲେ କନ୍ଧମାଳ ବିଜେଡି ସାଂସଦ ପ୍ରାର୍ଥୀ ଡ଼ଃ ଅଚ୍ୟୁତ ସାମନ୍ତ ଓ ବାଲିଗୁଡା ବିଧାୟକ ପ୍ରାର୍ଥୀ ଚକ୍ରମଣୀ କଂହର  l ଏହି ଅବସରରେ କନ୍ଧମାଳ…

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଡକ୍ଟର ଅଚ୍ୟୁତ ସାମନ୍ତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଲୋକସଭାରୁ ପୁଣି ଲଢ଼ିବେ ଡ. ଅଚ୍ୟୁତ ସାମନ୍ତ । ତାଙ୍କୁ ଦ୍ବିତୀୟ ଥର ପ୍ରାର୍ଥୀ କରିଛି ବିଜେଡି । ଟିକେଟ ଘୋଷଣା ପରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି ଡକ୍ଟର ଅଚ୍ୟୁତ ସାମନ୍ତ । କନ୍ଧମାଳବାସୀଙ୍କ ସେବା…

କଣ୍ଟାମାଳ ଓ କନ୍ଧମାଳ ଜିଲ୍ଲାର ରାଇକିଆକୁ ଏନଏସି ଘୋଷଣା ପରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ଜଣାଇଲେ ସାଂସଦ ଡ. ଅଚ୍ୟୁତ…

ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ ଏନଏସିକୁ ମ୍ୟୁନିସିପାଲିଟି ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ ଓ କନ୍ଧମାଳ ଜିଲ୍ଲାର ରାଇକିଆକୁ ଏନଏସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ସ୍ଵାଗତ କରିବା ସହ ତାଙ୍କୁ ଗଭୀର…

ସଂସଦୀୟ କ୍ଷେତ୍ର ସମୀକ୍ଷା କାର୍ଯ୍ୟକ୍ରମରେ ସାଂସଦ ଅଚ୍ୟୁତ ସାମନ୍ତ

ସଂସଦୀୟ କ୍ଷେତ୍ର ସମୀକ୍ଷା କାର୍ଯ୍ୟକ୍ରମରେ ସାଂସଦ ଅଚ୍ୟୁତ ସାମନ୍ତ ଆଜି କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ, ଦାରିଙ୍ଗିବାଡ଼ି, ବାଲିଗୁଡ଼ା ଆଦି ଅଞ୍ଚଳରେ ୧୦ରୁ ଊର୍ଦ୍ଧ୍ୱ ପଥପ୍ରାନ୍ତ ସଭାରେ ଯୋଗ ଦେଇଥିଲେ । ସାଂସଦ ଲୋକଙ୍କ ସମସ୍ୟା ସବୁ ବୁଝିବା ସହ ସେମାନଙ୍କ ସମସ୍ୟାର ତୁରନ୍ତ ସମାଧାନ…

ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ଓଡ଼ିଆ ଅସ୍ମିତା ସମ୍ମାନ-୨୦୨୩

କଟକ : ଉତ୍କଳ ସମ୍ମିଳନୀର ୧୨୦ବର୍ଷ ପୂର୍ତ୍ତି ଅବସରରେ କଟକରେ ଆୟୋଜିତ ଓଡ଼ିଆ ଅସ୍ମିତା ସମ୍ମିଳନୀରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ଓଡ଼ିଆ ଅସ୍ମିତା ସମ୍ମାନ ପ୍ରଦାନ କରାଯାଇଛି । ଶିକ୍ଷା, ଶିଳ୍ପ, ସମାଜ ସଂସ୍କାର, ସାହିତ୍ୟ ଓ ସଂସ୍କୃତି କ୍ଷେତ୍ରରେ ବିକାଶ ନେଇ…

କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତଙ୍କ ଦୁଇ ଦିନିଆ ସଂସଦୀୟ କ୍ଷେତ୍ର ସମୀକ୍ଷା କାର୍ଯ୍ୟକ୍ରମ, ସରଗିଫୁଲ ମହୋତ୍ସବରେ…

କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ଦୁଇ ଦିନିଆ ସଂସଦୀୟ କ୍ଷେତ୍ର ସମୀକ୍ଷା କାର୍ଯ୍ୟକ୍ରମ ଅବସରରେ ଆଜି ଦ୍ଵିତୀୟ ଦିନରେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ୍ ନେଡ଼ିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ସରଗିଫୁଲ ମହୋତ୍ସବରେ ଯୋଗଦେଇ ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି…

ମାଗଣାରେ ୪୦ଟି ସିଲେଇ ମେସିନ ପ୍ରଦାନ କଲେ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ

କଣ୍ଟାମାଲ : ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ସଶକ୍ତ କରିବା ପାଇଁ କନ୍ଧମାଳ ସାଂସଦ ତଥା କିଟ୍ ଓ କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଆଜି ବୌଦ୍ଧ ଜିଲ୍ଲା କଣ୍ଟାମାଲ ମିଶନ ଶକ୍ତି ସଭାଗୃହରେ ମାଗଣାରେ ୪୦ଟି ସିଲେଇ ମେସିନ ପ୍ରଦାନ କରିଛନ୍ତି l ଏହି ପରିପ୍ରେକ୍ଷୀରେ ଆଗାମୀ ଦିନରେ…

ଡ. ଅଚ୍ୟୁତ ସାମନ୍ତଙ୍କୁ ପୁରୀ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟୋରେଟ୍‌ ପ୍ରଦାନ

ଶିକ୍ଷାବିତ୍‌ ଓ ସମାଜସେବୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ପୁରୀ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟୋରେଟ୍‌ ପ୍ରଦାନ କରାଯାଇଛି। ବିଶ୍ୱବିଦ୍ୟାଳୟର ୯ମ ସମାବର୍ତ୍ତନ ଉତ୍ସବ ଅବସରରେ ଡ. ସାମନ୍ତଙ୍କୁ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଡ.ସାମନ୍ତଙ୍କୁ ସମ୍ମାନଜନକ ଡିଲିଟ୍‌ : ଆସାମର ମହାପୁରୁଷ ଶ୍ରୀମନ୍ତ ଶଙ୍କରଦେବ ବିଶ୍ୱବିଦ୍ୟାଳୟ ପକ୍ଷରୁ କରାଗଲା…

କେନ୍ୟୁଜ୍(ବ୍ୟୁରୋ): କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ତଥା ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ଆସାମର ମହାପୁରୁଷ ଶ୍ରୀମନ୍ତ ଶଙ୍କର ଦେବ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନ ଜନକ ଡିଲିଟ ପ୍ରଦାନ । କେନ୍ଦ୍ର ମନ୍ତ୍ରୀ ରାଜକୁମାର ରଞ୍ଜିତ ସିଂହଙ୍କ ଉପସ୍ଥିତିରେ ଆସାମ ରାଜ୍ୟପାଳ ଗୁଲାବ ଚାନ୍ଦ…

କିସରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଅନାବରଣ : ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜୟନ୍ତୀ ଅବସରରେ କିସ୍‍ ପରିସରରେ ସ୍ଥାପିତ ସ୍ୱର୍ଗତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଅନାବରଣ କରାଯାଇଛି। କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ପ୍ରତିମୂର୍ତ୍ତିକୁ ଅନାବରଣ କରି ସ୍ୱର୍ଗତ ବିଜୁବାବୁଙ୍କ ପ୍ରତି…

କିଟ୍‌ କିସ୍‌ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ଭେଟିଲେ ପୂର୍ବତନ କ୍ରିକେଟର ପ୍ରଜ୍ଞାନ ଓଝା

ଭୁବନେଶ୍ବର: କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ଭେଟିଲେ ପୂର୍ବତନ କ୍ରିକେଟର ପ୍ରଜ୍ଞାନ ଓଝା । ଆଇପିଏଲ୍‌ ଗଭର୍ଣ୍ଣିଂ କାଉନ୍‌ସିଲ୍‌କୁ ମନୋନୀତ ହେବା ପରେ ସେ ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ଭେଟିଛନ୍ତି । ଡକ୍ଟର ସାମନ୍ତଙ୍କ ସହ କିଛି ସମୟ ଆଲୋଚନା କରିଥିଲେ ପ୍ରଜ୍ଞାନ…

ନୟାଗଡ: ବିରୂପାକ୍ଷ ମନ୍ଦିର କଲ୍ୟାଣୀ ମଣ୍ଡପ ନିର୍ମାଣ ପାଇଁ ଶିଳାନ୍ୟାସ କଲେ କନ୍ଧମାଳ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ

ନୟାଗଡ(କେ ନ୍ୟୁଜ): ନୟାଗଡ ନୂଆଗାଁ ବ୍ଳକ ବିରୂପାକ୍ଷ ମନ୍ଦିରରେ ଏକ କଲ୍ୟାଣୀ ମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଶିଳାନ୍ୟାସ ହୋଇଛି । କନ୍ଧମାଳ ସାଂସଦ ତଥା କିଟ ଓ କିସ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ଓ ଦଶପଲ୍ଲା ବିଧାୟକ ରମେଶ ବେହେରା କାର୍ଯ୍ୟକ୍ରମରେ ଯୋଗ ଦେଇ ମଣ୍ଡପର ଶୁଭ…