Browsing Tag

dr. manmohan singh

କଂଗ୍ରେସକୁ ଟାର୍ଗେଟ କଲେ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା, କହିଲେ ‘ମୋ ବାପାଙ୍କ ପାଇଁ ତ କରିନଥିଲ’

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହ ପଞ୍ଚଭୂତରେ ବିଲୀନ ହୋଇସାରିଛନ୍ତି । ତାଙ୍କ ଦେହାନ୍ତ ପରେ ଏବେ କଂଗ୍ରେସ ତାଙ୍କର ଏକ ପ୍ରଥମ ସ୍ମାରକୀ କରିବା ପାଇଁ ନିବେଦନ କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏହି ପ୍ରସ୍ତାବ ଦେବା ପରେ…

ପଞ୍ଚଭୂତରେ ବିଲୀନ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେଲା ଶେଷକୃତ୍ୟ

ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ନିଗମ ବୋଧ ଘାଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନ୍ତିମ ସଂସ୍କାର କରାଯାଇଛି । ଝିଅ ଦେଲେ ମୁଖାଗ୍ନି । ଶିଖ ରୀତିନୀତି ଅନୁସାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ପରିବାର ଓ ପ୍ରଶଂସକଙ୍କ ଉପସ୍ଥିତିରେ…

ଆଜି ମନମୋହନ ସିଂହଙ୍କ ଅନ୍ତିମ ସତ୍କାର, ନିଗମବୋଧ ଘାଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

ନୂଆଦିଲ୍ଲୀ : ଆଜି ହେବ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଅନ୍ତିମ ସତ୍କାର । ନିଗମବୋଧଘାଟରେ ତାଙ୍କର ଶେଷକୃତ୍ୟ କରାଯିବ । ସକାଳ ସାଢେ ୮ଟାରେ ମନମୋହନ ସିଂହଙ୍କ ପାର୍ଥିବ ଶରୀରକୁ ଏଆଇସିସି ମୁଖ୍ୟାଳୟକୁ ନିଆଯିବ । ସେଠାରେ କଂଗ୍ରେସର ନେତା ଓ କର୍ମୀ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ…

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି, ଅମିତ ଶାହ ଏବଂ ଜେପି ନଡ୍ଡା

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ପରଲୋକ ୯୨ ବର୍ଷ ବୟସରେ ହୋଇଛି । ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ତାଙ୍କ ପରଲୋକ ହୋଇଛି । ତାଙ୍କ ପାର୍ଥିବ ଶରୀର ଦିଲ୍ଲୀର ମୋତିଲାଲ ନେହରୁ ରୋଡ ସ୍ଥିତ ଆବାସରେ ରଖାଯାଇଛି । ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ…

ମନମୋହନ ସିଂହଙ୍କ ବିୟୋଗରେ ଡ. ଅଚ୍ୟୁତ ସାମନ୍ତଙ୍କ ଗଭୀର ଶୋକ ବ୍ୟକ୍ତ

ଭୁବବନେଶ୍ଵର : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ କିଟ୍‍ ଓ କିସ୍‍ ପରିବାର ପକ୍ଷରୁ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ନିଜ ଶୋକବାର୍ତ୍ତାରେ ଡ. ସାମନ୍ତ କହିଛନ୍ତି ମନମୋହନ ସିଂହ ଏକାଧାରାରେ ଜଣେ ରାଜନୈତିଜ୍ଞ, ଅର୍ଥନୈତିଜ୍ଞ, ଶିକ୍ଷାବିତ…

ମେଲବର୍ଣ୍ଣରେ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି, ହାତରେ କଳାପଟି ବାନ୍ଧି ମ୍ୟାଚ୍ ଖେଳିଲେ ଭାରତୀୟ ଟିମ୍

ମନମୋହନଙ୍କ ପରଲୋକରେ ଶୋକ ପ୍ରକାଶ କରିଛି ଟିମ ଇଣ୍ଡିଆ । କଳା ରଙ୍ଗର ଆର୍ମ ବ୍ୟାଣ୍ଡ ପିନ୍ଧି ତାଙ୍କୁ ସମ୍ମାନ ଜଣାଇଛନ୍ତି ଟିମ ଇଣ୍ଡିଆ ଖେଳାଳି । ଭାରତ ଓ ଅଷ୍ଠ୍ରେଲିଆ ମଧ୍ୟରେ ଏବେ ବକ୍ସିଂ ଡେ ଟେଷ୍ଟ ଚାଲିଛି । ଆଜି ସକାଳୁ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ସମ୍ମାନ ଜଣାଇ ଟିମ ଇଣ୍ଡିଆର…

ପରଲୋକରେ ମନମୋହନ ସିଂହ: ଆସନ୍ତାକାଲି ହେବ ଶେଷକୃତ୍ୟ, ୭ ଦିନିଆ ଶୋକ ଘୋଷଣା

ନୂଆଦିଲ୍ଲୀ: ସାରା ଦେଶରେ ଶୋକର ଛାୟା । ଆଉ ନାହାନ୍ତି ଉଦାରୀକରଣ ଅର୍ଥନୀତିର ସ୍ଥପତି । ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ଗତକାଲି ୯୨ ବର୍ଷ ବୟସରରେ ତାଙ୍କର ପରଲୋକ ହୋଇଛି । ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବରିଷ୍ଠ ରାଜନେତା ଏବଂ ବିଶିଷ୍ଟ…

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ, ୯୨ ବର୍ଷ ବୟସରେ ନେଲେ ଶେଷ ନିଃଶ୍ୱାସ

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ୯୨ବର୍ଷ ବୟସରେ ପରଲୋକ ହୋଇଛି । ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ । ଆଜି ରାତି ୯.୫୧ରେ ତାଙ୍କର ମୃତ୍ୟୁ ହୋଇଥିବା AIIMS ଡାକ୍ତର କହିଛନ୍ତି । ତାଙ୍କ ମୃତ୍ୟୁରେ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଛି । ଅନ୍ତିମ…

୯୧ ବର୍ଷରେ ପଦାର୍ପଣ କଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ମୋଦି ଜଣାଇଲେ ଏଭଳି ଶୁଭେଚ୍ଛା

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଆଜି ୯୧ ତମ ଜନ୍ମଦିନ । ଏହି ଅବସରରେ ସମଗ୍ର ଦେଶରୁ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ସୋସିଆଲ ମିଡିଆ…

ପୂର୍ବ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ଜାଣନ୍ତୁ ଏବେ କେମିତି ଅଛି ସ୍ୱାସ୍ଥ୍ୟାବସ୍ଥା

ପୂର୍ବ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ। ସେ ଡେଙ୍ଗୁରେ ପୀଡ଼ିତ ଥିବା ନେଇ ଯାଞ୍ଚ ପରେ ଜଣାପଡ଼ିଛି। କିନ୍ତୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଧୀରେ ଧୀରେ ସୁଧାର ଆସୁଛି। ଡାକ୍ତରଙ୍କ କହିବାନୁସାରେ, ଏବେ ସେ ବିପଦମୁକ୍ତ ଅଛନ୍ତି। ଏମ୍‌ସ ଅଧିକାରୀଙ୍କ ସୂଚନା ମୁତାବକ, ପୂର୍ବ…

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଜାରି ରହିଛି ଚିକିତ୍ସା

ନୂଆଦିଲ୍ଲୀ(କେ ନ୍ୟୁଜ):  ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଅସୁସ୍ଥ । ବୁଧବାର ତାଙ୍କ ଦେହ ଅଚାନକ ଖରାପ ହୋଇଯାଇଥିବା ବେଳେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇ ଚିକିତ୍ସିତ ହେଉଥିବା ନେଇ ଖବର ମିଳିଛି । ଅନ୍ୟପକ୍ଷରେ ଅନ୍ୟତମ କଂଗ୍ରେସ ନେତା ପ୍ରଣବ ଝା ଟ୍ୱିଟର ଯୋଗେ କହିଛନ୍ତିକି,…