Browsing Tag

draupadi murmu

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ବସ୍‌ ଓଲଟିଲା, ଜଣେ ଯାତ୍ରୀ ମୃତ; ୨୪ରୁ ଅଧିକ…

ମଧ୍ୟ ପ୍ରଦେଶର କଟନୀ ଜିଲ୍ଲାରେ ମଙ୍ଗଳବାର ସକାଳେ ଏକ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ବସ୍‌ରେ ଥିବା ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୪ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଘଟଣା ଘଟିଛି ଉମରିଆପାନ୍‌ ଥାନା ଅଧୀନ ପକରିଆ ଗାଁରେ। ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ…

ଦୀର୍ଘ ବର୍ଷ ପରେ ନିଜ ସାଙ୍ଗମାନଙ୍କ ସହ ସାକ୍ଷାତ କରି ଭାବବିହ୍ଵଳ ହୋଇପଡିଲେ ରାଷ୍ଟ୍ରପତି

ଭୁବନେଶ୍ୱର(କେନ୍ୟୁଜ୍): ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗସ୍ତର ଆଜି ଦ୍ୱିତୀୟ ଦିନରେ ନିଜ ସ୍କୁଲକୁ ଯାଇଥିଲେ ରାଷ୍ଟ୍ରପତି। ଭୁବନେଶ୍ୱର ୟୁନିଟ୍‌ -୨ ବାଳିକା ଉଚ୍ଚବିଦ୍ୟାଳୟରେ ସ୍ମୃତି ସାଉଁଟିଛନ୍ତି। ସ୍କୁଲରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ଫୁଲ ତୋଡ଼ା ଦେଇ ଭବ୍ୟ ସ୍ୱାଗତ…

ମହାପ୍ରଭୁଙ୍କୁ ଲକ୍ଷେ ତୁଳସୀର ମାଳ, ୧୨ ହାତର ପଦ୍ମମାଳ ସହ ୧୪ ହାତ ପତିତପାବନ ବାନା ଲାଗି କଲେ ରାଷ୍ଟ୍ରପତି

ପୁରୀ(କେନ୍ୟୁଜ୍): ଶ୍ରୀମନ୍ଦିର ଯାଇ ଗତକାଲି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାପ୍ରଭୁଙ୍କୁ ଦର୍ଶନ ବେଳେ ସାଧାରଣ ଦର୍ଶନ ବନ୍ଦ ରହିଥିଲା । ଶ୍ରୀମନ୍ଦିରକୁ ପାଛୋଟି ନେଇଥିଲେ କୌଳିକ ପଣ୍ଡା । ଶ୍ରୀମନ୍ଦିରରେ ପ୍ରାୟ ୪୫ ମିନିଟ୍‌ ବିତାଇବା ସହ ରାଷ୍ଟ୍ରପତି…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ, ନିଜେ ପଢୁଥିବା ବିଦ୍ୟାଳୟକୁ ଯାଇ ସ୍ମୃତି…

ଭୁବନେଶ୍ୱର(କେନ୍ୟୁଜ୍):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ । ସକାଳ ୯ଟାରେ ଖଣ୍ଡଗିରି ତପୋବନ ହାଇସ୍କୁଲ ଗସ୍ତ କରିବେ । ସେଠାରେ ୧୨ରୁ ୧୫ ମିନିଟ ଧରି କ୍ୟାମ୍ପସରେ ରହିବେ । କିଛି ସମୟ ବୁଲିବା ପରେ ସେଠାରେ ଥିବା ଏକ ହଲରେ ଛାତ୍ରଛାତ୍ରୀଙ୍କୁ ଭେଟିବେ ।…

ଓଡ଼ିଶାରେ ରାଷ୍ଟ୍ରପତି: ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସହ ସ୍ୱାଗତ କଲେ କିଛି ବରିଷ୍ଠ ଅଧିକାରୀ

ଭୁବନେଶ୍ୱର(କେନ୍ୟୁଜ୍): ଓଡ଼ିଶାରେ ରାଷ୍ଟ୍ରପତି । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ଏୟାରପୋର୍ଟରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ଅଧିକାରୀ ସ୍ୱାଗତ କରିଥିଲେ । ତାପରେ…

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଭୁବନେଶ୍ୱର ଓ ପୁରୀରେ ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର(କେନ୍ୟୁଜ୍): ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସକାଳ ୧୦ଟା ୫୦ରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରେ ମହାମହିମ୍‌ଙ୍କୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ସ୍ୱାଗତ କରିବେ ।…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଦ୍ରୌପଦୀ ମୁର୍ମୁ, ୧୦ରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ମହାମହିମ

(କେନ୍ୟୁଜ): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୦ରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ମହାମହିମ । ଏଥିପାଇଁ ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଆଜି କେନ୍ଦ୍ରାଞ୍ଚଳ ଆଇଜି ଓ ଏସ୍‌ପି ମିଳିତ…

ନଭେମ୍ବର ୧୦ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର(କେନ୍ୟୁଜ୍): ନଭେମ୍ବର ୧୦ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତା ୧୦ ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ। ଗସ୍ତ କାଳରେ ରାଜଭବନରେ ରହିବା ସହ ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କୁ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜୀବନୀ ପୁସ୍ତକ ଲେଖି ଚର୍ଚ୍ଚାରେ ଜଗତସିଂହପୁରର ଝିଅ ତେଜସ୍ବିନୀ, ଛୁଟୁଛି ପ୍ରଶଂସାର…

ଜଗତସିଂହପୁର(କେନ୍ୟୁଜ୍): ଖେଳିବୁଲି ପାଠପଢିବା ବୟସରେ ସେ କରିଛନ୍ତି ଏମିତି କାର୍ଯ୍ଯ ଯେଉଁଥି ପାଇଁ ସେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ସାଙ୍ଗମାନଙ୍କ ସହିତ ସେଲ୍ଫି ଉଠାଇବାରେ ସମୟ ନଷ୍ଟ ନ କରି ସେ ଭାବିଛନ୍ତି ଦେଶ ଓ ଜାତିକଥା । ସେ ପୁଣି ଆଉ କେହି ନୁହଁ ଦେଶର ସର୍ବୋଚ୍ଚ…

ଏଲଜାବେଥ୍ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ଆସନ୍ତା ୧୭ ତାରିଖରୁ ୩ଦିନିଆ ଲଣ୍ଡନ ଗସ୍ତରେ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ବ୍ରିଟେନ ମହାରାଣୀ ଏଲିଜେବେଥ୍‌ ଦ୍ୱିତୀୟଙ୍କ ଶେଷକୃତ୍ୟରେ ଯୋଗଦେବେ । ୧୯ ତାରିଖରେ ମହାରାଣୀଙ୍କ ଶେଷକୃତ୍ୟ ବେଳେ ଉପସ୍ଥିତ ରହିବେ । ଭାରତ ସରକାରଙ୍କ ପକ୍ଷରୁ ରାଷ୍ଟ୍ରପତି ଦ୍ରୌପଦୀ…

ଆଇଆଇଟି ଦିଲ୍ଲୀର ହୀରକ ଜୟନ୍ତୀ ସମାରୋହ ଯୋଗଦେଲେ ରାଷ୍ଟ୍ରପତି

କେନ୍ୟୁଜ୍(ବ୍ୟୁରୋ):  ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି) ହେଉଛି ଆମ ଦେଶର ଗୌରବ । ଶନିବାର ଆଇଆଇଟି ଦିଲ୍ଲୀର ହୀରକ ଜୟନ୍ତୀର ଉଦଯାପନ ସମାରୋହରେ ଯୋଗଦେଇ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏହା ଉଦବୋଧନ ଦେଇଛନ୍ତି ।ମହାମହିମ ରାଷ୍ଟ୍ରପତି ଶ୍ରୀମତୀ…

ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନଖଡ଼, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କରାଇଲେ ଶପଥ ପାଠ

ଦେଶର ୧୪ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଜଗଦୀପ ଧନଖଡ଼ । ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଧନଖଡଙ୍କୁ ଶପଥ ପାଠ କରାଯାଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପୂର୍ବତନ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହ…