Below header
Browsing Tag

drink form tap scheme

ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ ମିଶନରେ କଟକ ସାମିଲ,ସହରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାଣି

କଟକ(କେନ୍ୟୁଜ୍):  କଟକ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାଣି। ‘ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ’ ମିଶନରେ କଟକ ସାମିଲ । ସହରର ଘରେ ଘରେ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ସିଏମ୍‌ସି ଅଞ୍ଚଳରେ ୪୩୦ କୋଟି ଟଙ୍କା ବ୍ୟୟରେ…