ସକାଳେ ଖାଲି ପେଟରେ ପିଅନ୍ତୁ ଗରମ ପାଣି, ମିଳିବ ଅନେକ ଫାଇଦା
ଉଷୁମ ପାଣି ସହ ଦିନ ଆରମ୍ଭ କରିବା ସ୍ୱାସ୍ଥ୍ୟ ପାଇଁ ଭଲ ବୋଲି ବିବେଚନା କରାଯାଏ । ବିଶେଷକରି ଶୀତଦିନେ ଉଷୁମ ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ କୌଣସି ଔଷଧଠାରୁ କମ୍ ନୁହେଁ । ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ସକାଳେ ସର୍ବଦା ଉଷୁମ କିମ୍ବା ଗରମ ପାଣି ପିଇବାକୁ ପରାମର୍ଶ ଦିଅନ୍ତି । ଏକ ରିପୋର୍ଟ…