ଆଜି ବରମୁଣ୍ଡାରେ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସମାବେଶ, ବାଟରେ ଗାଡ଼ିକୁ ଅଟକାଇବ ନାହିଁ ଡ୍ରାଇଭର ମହାସଂଘ
ଭୁବନେଶ୍ବର: ଆଜି ଭୁବନେଶ୍ବରରେ କଂଗ୍ରେସର ସମାବେଶକୁ ଆସୁଥିବା ଗାଡ଼ିକୁ ଅଟକାଇବ ନାହିଁ ଡ୍ରାଇଭର ମହାସଂଘ । ଏନେଇ ସ୍ପଷ୍ଟ କରିଛନ୍ତି ଓଡ଼ିଶା ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି । ଡ୍ରାଇଭର ଏକତା ମହାମଞ୍ଚରେ ଥିବା ସମସ୍ତ ଡ୍ରାଇଭରମାନଙ୍କୁ ଏନେଇ ସେ ଅନୁରୋଧ କରିଛନ୍ତି ।…