କାରରେ ଲାଗିଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଡ୍ରାଇଭର
ପାରାଦୀପ: କାର୍ ସହ ଜଳିଗଲେ ଆରୋହୀ । ଗାଡ଼ି ଭିତରେ ଜୀବନ୍ତ ଦଗ୍ଧ ହୋଇଗଲେ ଡ୍ରାଇଭର । ପାରାଦୀପ କାଠଗଡ଼ା ନିକଟରେ ଜଳିଗଲା କାର୍ । ହଠାତ୍ କାରଟି ଜଳୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଘଟଣାସ୍ଥଳରେ କୁଜଙ୍ଗ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁ ଲିଭାଇବା ବେଳକୁ…