ଦୁଇ ଟ୍ରକ ମୁହାଁମୁହିଁ ଧକ୍କା, ଜଣେ ଡ୍ରାଇଭର ମୃତ
ଯାଜପୁର : ଦୁଇ ଟ୍ରକ ମୁହାଁମୁହିଁ ଧକ୍କା । ଯାଜପୁର ରୋଡ ୧୬ ନଂ ଜାତୀୟ ରାଜପଥ ପାଣିକୋଇଲି ଥାନା ସାହାପୁର ବ୍ରିଜ ଉପରେ ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଘଟଣାସ୍ଥଳରେ ଜଣେ ଡ୍ରାଇଭରର ମୃତ୍ୟୁ ହୋଇଛି । ମୃତ ଡ୍ରାଇଭର ଜଣକ ଏବେବି ଟ୍ରକ ଭିତରେ ଚାପି ହୋଇ ରହିଛନ୍ତି । ଅନ୍ୟ ଜଣେ…