ଚଳନ୍ତା କାରରେ ଲାଗିଲା ନିଆଁ , ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର
ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଏକ ଚଳନ୍ତା କାରରେ ନିଆଁ ଲାଗିଯାଇଥିଲା । କାରର ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି । ସୁଚନା ଯୋଗ୍ୟ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବଡପଡ଼ା ଗାଁର ବିନୋଦଙ୍କ ଜ୍ବାଇଁ ଶିବ ସୁନା ବିନୋଦଙ୍କ କାର ନଂ…