ହୋଲିରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ନୂଆଦିଲ୍ଲୀ : ସାରା ଦେଶରେ ହୋଲି ମାହୋଲ । ଲୋକମାନେ ପରସ୍ପରକୁ ରଙ୍ଗ ଲଗାଇ ଶୁଭେଚ୍ଛା ଜଣାଉଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, "ମୋର ସମସ୍ତ…