Browsing Tag

droupadi murmu

୧୦ ତାରିଖରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କେନ୍ୟୁଜ୍(ବ୍ୟୁରୋ): ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୧୦ ତାରିଖରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ୧୦ ତାରିଖରେ ଦିଲ୍ଲୀରୁ ସ୍ୱତନ୍ତ୍ର ବିମାନରେ ଆସି ଦିନ ୧୧ଟା ୪୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ୧୦ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରରେ ଦୁଇଟି…

ଦିଲ୍ଲୀରୁ ପଲ୍ଲୀ ସବୁଠି ଉତ୍ସବ ମୁଖର, କର୍ତ୍ତବ୍ୟ ପଥରେ ପ୍ରଥମ ଥର ପାଇଁ ପତାକା ଉଡାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ସାଧାରଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରୁ ପଲ୍ଲୀ ସବୁଠି ଉତ୍ସବର ମାହୋଲ । ଦିଲ୍ଲୀ କର୍ତ୍ତବ୍ୟ ପଥରେ ଭବ୍ୟ ଆୟୋଜନ କରାଯାଇଛି । ଦିଲ୍ଲୀରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥର ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଇଜିପ୍ଟ ରାଷ୍ଟ୍ରପତି ଆବଦେଲ ଫତା…

ଭୁବନେଶ୍ବରରେ ରାଷ୍ଟ୍ରପତିଙ୍କୁ ନାଗରିକ ସମାଜ ପକ୍ଷରୁ ସମ୍ବର୍ଦ୍ଧନା: ନିଜ ମାଟିରେ ସମ୍ବର୍ଦ୍ଧିତ ହୋଇ ଭାବବିହ୍ଵଳ ହେଲେ…

ଭୁବନେଶ୍ବର(କେନ୍ୟୁଜ୍): ରାଜଭବନରେ ଓଡ଼ିଶା ସରକାରଙ୍କ ତରଫରୁ ଆୟୋଜିତ ନାଗରିକ ସମାଜ କାର୍ଯ୍ୟକ୍ରମରେ ଯୋଗ ଦେଇ ଭାବବିହ୍ଵଳ ହୋଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନିଜ ମାଟିରେ ସମ୍ବର୍ଦ୍ଧିତ ହୋଇ ଖୁସି ପ୍ରକାଶ କରିଛନ୍ତି ରାଷ୍ଟ୍ରପତି। ଏହି ଅବସରରେ ନିଜ ମାଟିର ନିଆରା ଆକର୍ଷଣ ରହିଛି…

ଗଜପତିଙ୍କ ସହ ଚଟଣାରେ ବସି ମହାପ୍ରସାଦ ସେବନ କଲେ ରାଷ୍ଟ୍ରପତି

ପୁରୀ(କେନ୍ୟୁଜ୍): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱରରୁ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି । ତାଳବଣିଆ ହେଲିପ୍ୟାଡ୍‌ରୁ କଡ଼ା ସୁରକ୍ଷା ଭିତରେ ସେ ସିଂହଦ୍ୱାର ଅଭିମୁଖେ ଯାଇଥିଲେ । ବଳଗଣ୍ଡି ଛକରେ କାର୍‌ରୁ ଓହ୍ଲାଇ…

ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି, ଶ୍ରୀମନ୍ଦିରରେ ପ୍ରାୟ ୪୫ ମିନିଟ୍‌ ବିତାଇବା ସହ କଲେ ପୂଜାର୍ଚ୍ଚନା

ପୁରୀ(କେନ୍ୟୁଜ୍):ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି। ସିଂହଦ୍ୱାର ସାମ୍ନାରେ ପହଞ୍ଚିବା ପରେ ସ୍ୱାଗତ କରାଯାଇଥିଲା। ପୁଷ୍ପଗୁଛ ଦେଇ ସ୍ୱାଗତ କରିଥିଲେ ଗଜପତି ମହାରାଜ। ସିଂହଦ୍ୱାର ସାମ୍ନାରେ ତଳେ ମୁଣ୍ଡ ଲଗାଇ ମୁଣ୍ଡିଆ ମାରିଥିଲେ। ଅରୁଣ ସ୍ତମ୍ଭକୁ ଛୁଇଁ ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ…

ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଆସୁଛନ୍ତି ଦ୍ରୌପଦୀ ମୁର୍ମୁ, ୧୦ ତାରିଖରେ ଭୁବନେଶ୍ବରରେ ପହଞ୍ଚିବେ

କେନ୍ୟୁଜ୍(ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୦ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରରେ ଆସି ପହଞ୍ଚିବେ । ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ଓଡିଶା ଗସ୍ତ ହେବ । ଓଡିଶା ଗସ୍ତ ବେଳେ ସେ ରାଜଭବନରେ ଅବସ୍ଥାନ କରିବେ । ପରେ ପୁରୀ ଯାଇ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସଚିବ ହେଲେ ଆଇଏଏସ ରାଜେଶ ବର୍ମା

କେନ୍ୟୁଜ୍(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସଚିବ ଭାବେ ନିଯୁକ୍ତ ହେଲେ ରାଜେଶ ବର୍ମା । ତାଙ୍କ ନାଁକୁ କେନ୍ଦ୍ର କ୍ୟାବିନେଟ୍‌ର ଆପଏଣ୍ଟମେଣ୍ଟସ୍‌ କମିଟି ମୋହର ମାରିଛି । ୧୯୮୭ ବ୍ୟାଚ୍‌ ଓଡ଼ିଶା କ୍ୟାଡରର ବରିଷ୍ଠ IAS ଅଫିସର ରାଜେଶ ବର୍ମାଙ୍କୁ ରାଷ୍ଟ୍ରପତିଙ୍କ ସଚିବ ଭାବେ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମ୍ବୋଧନ: ଆମ ଦେଶର ଝିଅମାନେ ହିଁ ଦେଶ ପାଇଁ ଆଶା

କେନ୍ୟୁଜ୍(ବ୍ୟୁରୋ):  ୨୦୪୭ ସୁଦ୍ଧା ଆମର ସ୍ୱାଧୀନତା ସଂଗ୍ରାମୀ ଦେଖିଥିବା ସ୍ୱପ୍ନ ପୂରଣ ହେବ। ୭୬ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦେଶକୁ ସମ୍ବୋଧନ ଦେଇ ଏହା କହିଛନ୍ତି। ସ୍ୱାଧୀନ ଦେଶ ଭାବେ ଭାରତ ୭୫ ବର୍ଷ ପୂର୍ଣ୍ଣ କରିଛି। ୧୯୪୭ ମସିହାର ଏହି…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ ଓଡ଼ିଶାର ବିଧାୟକ ଓ ମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ):  ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ବିଧାୟକଙ୍କ ଟିମ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ଭେଟି ଅଭିନନ୍ଦନ ଜଣାଇଛନ୍ତି ଓଡ଼ିଶାର ବିଧାୟକ ଓ ମନ୍ତ୍ରୀ । ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦ ଅଳଙ୍କୃତ କରିଥିବାରୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛି ଟିମ୍‌…

ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇବାକୁ ଆଜି ଦିଲ୍ଲୀ ଯିବେ ୨୬ ବିଧାୟକ

କେନ୍ୟୁଜ୍(ବ୍ୟୁରୋ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇବାକୁ ଆଜି ଦିଲ୍ଲୀ ଯିବେ ୨୬ ବିଧାୟକ । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ଓଡ଼ିଶାର ୨୬ ବିଧାୟକ ଯିବେ ଦିଲ୍ଲୀ। ଆସନ୍ତାକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଓଡ଼ିଶା ବିଧାନସଭା ପକ୍ଷରୁ ଜଣାଇବେ…

ପାର୍ଲାମେଣ୍ଟରୁ ବିଧାନସଭା ସବୁଠି ଅଧିରଙ୍କ ମନ୍ତବ୍ୟକୁ ନେଇ ରାଜନୈତିକ ଝଡ଼, ସେ କ୍ଷମା ମାଗି ସାରିଛନ୍ତି ବୋଲି କହିଲେ…

କେନ୍ୟୁଜ୍(ବ୍ୟୁରୋ): ରାଷ୍ଟ୍ରପତିଙ୍କୁ ନେଇ କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀଙ୍କ ବିବାଦୀୟ ମନ୍ତବ୍ୟକୁ ତୀବ୍ର ବିରୋଧ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତ୍ନୀ ବୋଲି ମନ୍ତବ୍ୟ ଦେଇଥିଲେ ଅଧିର ରଞ୍ଜନ ଚୌଧୁରୀ । ପାର୍ଲାମେଣ୍ଟରୁ ବିଧାନସଭା ସବୁଠି ଅଧିରଙ୍କ ମନ୍ତବ୍ୟକୁ ନେଇ…

ଭାରତର ଗଣତାନ୍ତ୍ରିକ ଇତିହାସରେ ଯୋଡ଼ି ହେଲା ନୂଆ ଅଧ୍ୟାୟ: ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ସକାଳ ୧୦ଟା ୧୪ ମିନିଟରେ ପଞ୍ଚଦଶ ରାଷ୍ଟ୍ରପତି ଭାବେ ସେ ଶପଥ ନେଇଛନ୍ତି । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସି ଏନଭି ରମନ୍ନା ପଦ ଓ ଗୋପାନୀୟତାର…