ପୁଣି ପୁରୀ ବେଳାଭୂମିରେ ସ୍ନାନ କରିବା ସମୟରେ ଛାତ୍ର ନିଖୋଜ
ପୁରୀ : ପୁଣି ପୁରୀ ବେଳାଭୂମିରେ ସ୍ନାନ କରିବା ସମୟରେ ଛାତ୍ର ନିଖୋଜ । ନିଖୋଜ ଛାତ୍ର ହେଉଛନ୍ତି ଭୁବନେଶ୍ୱର ସୋଆ ବିଶ୍ୱବିଦ୍ୟାଳୟର ବିଟେକ୍ କମ୍ପୁଟର ସାଇନ୍ସର ଦ୍ୱିତୀୟ ବର୍ଷର ଅନିମେଶ୍ ସା । ଗତକାଲି ଭୁବନେଶ୍ୱରରୁ ଅନିମେଶ୍ ତାର କିଛି ସାଙ୍ଗଙ୍କ ସହ ପୁରୀ ବୁଲିବାକୁ ଆସି ଅପରାହ୍ନରେ ୧୦…