ପିଲାଙ୍କୁ ବଞ୍ଚାଇବାକୁ ଯାଇ ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଜୀବନ ଦେଲେ ବାପା-ମା’, ତଥାପି ବଞ୍ଚାଇ ପାରିଲେନାହିଁ
କଙ୍କଡ଼ାହାଡ଼ : ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ଥାନା ଅନ୍ତର୍ଗତ ତୋରଡ଼ାନାଳି ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ୩ ବର୍ଷର ପୁଅ ଖେଳୁ ଖେଳୁ ଘର ନିକଟରେ ଥିବା ଏକ କୂଅରେ ପଡ଼ିଗଲା। ନିଜ ସନ୍ତାନକୁ ଉଦ୍ଧାର କରିବାକୁ ଯାଇ ମାଆ ମଧ୍ୟ କୂଅକୁ ଡେଇଁ ପଡ଼ିଥିଲେ। ଶେଷରେ ଉଭୟ ମାଆ ଓ ପୁଅଙ୍କ ମୃତ୍ୟୁ…