ରାଜ୍ୟରେ ପ୍ରଥମ ଥର ପାଇଁ ଜେଲରେ ଲାଗିଲା AI କ୍ୟାମେରା, ନିଶା ଦ୍ରବ୍ୟ କିମ୍ବା କୌଣସି ସନ୍ଦେହ ଜିନିକ ପଦାର୍ଥ…
ଭୁବନେଶ୍ୱର : ଜେଲ ଭିତରକୁ ଫିଙ୍ଗିଲେ ଡିଟେକ୍ଟ ହେବ ଜିନିଷ । ନିଶା ଦ୍ରବ୍ୟ କିମ୍ବା କୌଣସି ସନ୍ଦେହ ଜିନିକ ପଦାର୍ଥ ଫିଙ୍ଗିଲେ ହେବ ଡିକ୍ଟେକ୍ଟ । ରାଜ୍ୟରେ ପ୍ରଥମ ଥର ପାଇ ଜେଲରେ ଲାଗିଲା AI କ୍ୟାମେରା । ଢେଙ୍କାନାଳ ଜେଲରେ ସଫଳ ହେଲା ପରୀକ୍ଷଣ । ପ୍ରଥମ ପର୍ଯ୍ୟାୟରେ ୧୮ଟି ଜେଲରେ…