ସକ୍ରିୟ ଲଘୁଚାପ: ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଉତ୍ତର ଓଡ଼ିଶା ଓ ପାଖାପାଖି ଅଞ୍ଚଳରେ ଲଘୁଚାପ କ୍ଷେତ୍ର କେନ୍ଦ୍ରୀଭୂତ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ବି ବର୍ଷିବ । ଆସନ୍ତା ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ…