ବଡ଼ ଧରଣର ନକଲି ଔଷଧ ରାକେଟର ପର୍ଦ୍ଦାଫାସ, ଉତ୍ତରପ୍ରଦେଶରୁ ୭ କୋଟି ୩୫ ଲକ୍ଷ ଟଙ୍କାର ନକଲି ଔଷଧ ଜବତ
କେନ୍ୟୁଜ୍(ବ୍ୟୁରୋ): ନକଲି ଔଷଧର ଉତ୍ତରପ୍ରଦେଶ ଲିଙ୍କ୍ ଉପରେ କାର୍ଯ୍ୟାନୁଷ୍ଠାନ । ବଡ଼ ଧରଣର ନକଲି ଔଷଧ ରାକେଟର ପର୍ଦ୍ଦାଫାସ । ଓଡ଼ିଶା ସରକାର ୟୁପି ସରକାରଙ୍କୁ ଦେଇଥିବା ସୂଚନା ଓ ତଥ୍ୟ ଭିତ୍ତିରେ ଉତ୍ତରପ୍ରଦେଶ ଷ୍ଟେଟ ଟାସ୍କ ଫୋର୍ସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ । ସିକନ୍ଦ୍ରାବାଦ ଥାନା…