କଟକ ଭସାଣି ପାଇଁ କମିଶନରେଟ ପୋଲିସର ଟ୍ରାଫିକ କଟକଣା, ସକାଳ ୭ଟାରୁ ଆସନ୍ତାକାଲି ଭସାଣି ଶେଷ ହେବା ପର୍ଯ୍ୟନ୍ତ କଟକଣା…
କଟକ : କଟକ ଭସାଣି ପାଇଁ କମିଶନରେଟ ପୋଲିସର ଟ୍ରାଫିକ କଟକଣା। ସକାଳ ୭ଟାରୁ ଆସନ୍ତାକାଲି ଭସାଣି ଶେଷ ହେବା ପର୍ଯ୍ୟନ୍ତ କଟକଣା ଲାଗି କରାଯାଇଛି। ମେଢ଼ ଗୁଡ଼ିକ ମୁଖ୍ୟ ରାସ୍ତାରେ ସୂଚାର ରୂପେ ଯିବା ପାଇଁ କଲେଜ ଛକ ଠାରୁ ବକ୍ସିବଜାର ଓ ତିନିକୋଣିଆ ବଗିଚା ଦେଇ ଚାନ୍ଦିନିଚୌକ ଛକ…