କଟକ ଦଶହରା ଭସାଣୀରେ ୨ ଗୋଷ୍ଠୀ ଗଣ୍ଡଗୋଳ ଘଟଣା, ଘରେ ଘରେ ପଶି ଯାଞ୍ଚ କରୁଛି କମିଶନରେଟ ପୋଲିସ
କଟକ : କଟକ ଦଶହରା ଭସାଣୀରେ ୨ ଗୋଷ୍ଠୀ ଗଣ୍ଡଗୋଳ ଘଟଣା । ହାତୀପୋଖରୀ ଅଞ୍ଚଳରେ ପୋଲିସର ଯାଞ୍ଚ । ଘରେ ଘରେ ପଶି ଯାଞ୍ଚ କରୁଛି କମିଶନରେଟ ପୋଲିସ । ଓଡ଼ିଶା ପୋଲିସ ସହ କେନ୍ଦ୍ରୀୟ ଫୋର୍ସର ଖୋଳତାଡ଼ । ୨ ACP, ୩ ଆଇଆଇସିଙ୍କ ସହ ପୋଲିସ ଟିମ୍ ରେଡ୍ ରେ ସାମିଲ ହୋଇଛନ୍ତି ।
ଅନ୍ୟପଟେ…