ଅଳ୍ପରେ ବର୍ତ୍ତିଗଲା ଦୌଡରାଣୀଙ୍କ ଜୀବନ, ଦୂତୀ ଚାନ୍ଦଙ୍କ କାରକୁ ଧକ୍କା ଦେଲା ଟ୍ରକ
ଅଳ୍ପରେ ବର୍ତ୍ତିଗଲା ଦୌଡରାଣୀଙ୍କ ଜୀବନ । ଦୂତୀ ଚାନ୍ଦଙ୍କ କାରକୁ ଧକ୍କା ଦେଲା ଟ୍ରକ । କଟକ ମଧୁପାଟଣା ଥାନା ନିକଟ ବ୍ରିଜ ତଳ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି । ଓଭରଟେକ୍ ବେଳେ ଦୂତୀ ଚାନ୍ଦଙ୍କ କାରକୁ ଧକ୍କାଦେଲା ଟ୍ରକ୍ । ବର୍ତ୍ତମାନ ସେ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ଜଣାପଡିଛି । …