ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର । ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନ କନଭେନସନରେ ଏହା ଅନୁଷ୍ଠିତ ହେବ । ଏଥିରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ।…