Browsing Tag

ED attaches properties of bedabyasa barik

ଠକେଇ ମାମଲା : ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀଙ୍କ ୧.୦୫ କୋଟି ଟଙ୍କାର ସମ୍ପତ୍ତି ଆଟାଚ କଲା ଇଡି

ଭୁବନେଶ୍ବର : ଏକ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଜି ଭୁବନେଶ୍ୱରର ଜଣେ ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀଙ୍କ ୧ .୦୫ କୋଟି ଟଙ୍କାର ସମ୍ପତ୍ତିକୁ ଜବତ କରିଛି । ବ୍ୟାଙ୍କ କର୍ମଚାରୀ ଜଣଙ୍କ ହେଲେ ବେଦବ୍ୟାସ ବାରିକ ଓ ତାଙ୍କ ପତ୍ନୀ ଶର୍ମିଳା ପଣ୍ଡା ଜବତ ସମ୍ପତ୍ତି…