ଭୋଟ ଦେଉଛି ଯାଜପୁର,ବାଲେଶ୍ୱର,ଜଗତସିଂପୁର,ଭଦ୍ରକ: ବୁଥ୍ ସମ୍ମୁଖରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
ଯାଜପୁର/ବାଲେଶ୍ୱର/ଜଗତସିଂପୁର/ଭଦ୍ରକ(କେନ୍ୟୁଜ୍): ଯାଜପୁର ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ ୧୫ ଲକ୍ଷ ୪୫ହଜାର ୬୬୪ଜଣ ଭୋଟର ନିଜର ମତଦାନ ସାବ୍ୟସ୍ତ କରିବେ। ଏଥିରେ ୭ଲକ୍ଷ ୯୪ ହଜାର ୮୬୯ଜଣ ପୁରୁଷ ଭୋଟର ରହିଥିବା ବେଳେ ୭ଲକ୍ଷ ୫୦ହଜାର…