Below header
Browsing Tag

election notification

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି, ୧୨ରାଜ୍ୟର ୯୪ ଆସନ ପାଇଁ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ : ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି ।  ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ । ଏହି ପର୍ଯ୍ୟାୟରେ ୧୨ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୯୪ଟି ସଂସଦୀୟ ଆସନରେ ମତଦନା ହେବ । ତୃତୀୟ ପର୍ଯ୍ୟାୟ ମତଦାନ ମେ ୭ ତାରିଖରେ ହେବ। ତୃତୀୟ ପର୍ଯ୍ୟାୟ…

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର(କେନ୍ୟୁଜ୍) : ଆଜି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି । ଏପ୍ରିଲ ୯ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ୧୦ ତାରିଖରେ ନାମାଙ୍କନ ଯାଞ୍ଚ ହେବ । ୧୨ ତାରିଖ ରହିଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ । ଚତୁର୍ଥ ପର୍ଯ୍ୟାୟରେ ବାଲେଶ୍ୱର,…