ଆସନ୍ତା ୯ ତାରିଖରେ କନ୍ଧମାଳ ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ
ଆସନ୍ତା ୯ ତାରିଖରେ କନ୍ଧମାଳ ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଫୁଲବାଣୀ ଠାରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
ବୈଠକରେ ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ,ଘୁ,ଉଦୟଗିରି ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ,ଫୁଲବାଣୀ ବିଧାୟିକା ପ୍ରାର୍ଥୀ ଜୟଶ୍ରୀ କଂହର ,ଫୁଲବାଣୀ ନିର୍ବାଚନ…
Read More...