ଚଳିତ ବର୍ଷ ବଢ଼ିବନି ବିଦ୍ୟୁତ ବିଲ୍, ଟ୍ରାନ୍ସମିସନ୍ ଚାର୍ଜ ହ୍ରାସ
ଭୁବନେଶ୍ୱର : ଚଳିତ ବର୍ଷ ବଢ଼ିବନି ବିଦ୍ୟୁତ ବିଲ୍ । ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ୨୦୨୬-୨୭ ବର୍ଷ ପାଇଁ ନୂଆ ବିଦ୍ୟୁତ ଦର ଘୋଷଣା କରିଛନ୍ତି । ଲଗାତାର ପଞ୍ଚମ ବର୍ଷ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିଛି । ନୂଆ ନିୟମରେ ୧୫ଟି ବଡ଼ ମୁଖ୍ୟ କଥା ରହିଛି । ପ୍ରଥମ, ଦର ବଢ଼ିବ…