Browsing Tag

electrical short

ବିଦ୍ୟୁତ ସର୍ଟ ସର୍କିଟ ଯୋଗୁ ଜଳିଗଲା ଘର, ଅଳ୍ପକେ ବର୍ତ୍ତି ଗଲେ ପରିବାର ଲୋକେ

ହରଭଙ୍ଗା:  ବିଦ୍ୟୁତ ସର୍ଟ ସର୍କିଟ ଯୋଗୁ ଜଳିଗଲା ଘର ।  ବୌଦ୍ଧ ହରଭଙ୍ଗା ଥାନା ଅନ୍ତର୍ଗତ ଧୂଙ୍ଗିଆମୁଣ୍ଡା ଗାଁରେ ଅଗ୍ନିକାଣ୍ଡ ହୋଇଛି । ଗାଁର ହରି ବେହେରାଙ୍କ ଘରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ ହୋଇ ଯାଇଛି । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।…