ମହଙ୍ଗା ହୋଇପାରେ ବିଜୁଳି ବିଲ୍, ୟୁନିଟ୍ ପିଛା ୫୪ ପଇସା ବଢ଼ାଇବାକୁ ପ୍ରସ୍ତାବ
ମହଙ୍ଗା ହୋଇପାରେ ବିଜୁଳି । ବିଜୁଳି ବିଲ୍ ବାବଦରେ ଉପଭୋକ୍ତାଙ୍କୁ ଗଣିବାକୁ ପଡ଼ିବ ଅଧିକ ଟଙ୍କା । ୨୦୨୫-୨୬ରେ ବିଦ୍ୟୁତ୍ ପାଇକାରୀ ମୂଲ୍ୟ ୟୁନିଟ ପିଛା ୫୪ ପଇସା ବୃଦ୍ଧି ପାଇ ୩ ଟଙ୍କା ୮୨ ପଇସା ହେବାର ଆଶଙ୍କା ଦେଖାଦେଇଛି । ଓଇଆରସି ନିକଟରେ ଗ୍ରୀଡକୋ ଦାଖଲ କରିଥିବା ବାର୍ଷିକ ରାଜସ୍ବ…