ଝିରିପାଣି ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା, ବେଲଘର ରେଞ୍ଜର ନିଲମ୍ବିତ ସୂଚନା
କନ୍ଧମାଳ: କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡର ବେଲଘର ବନାଞ୍ଚଳ ଝିରିପାଣି ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା । ଘଟଣାର ତଦନ୍ତ ପରେ ବେଲଘର ରେଞ୍ଜର ବିନୟ କୁମାର ବିଶି ନିଲମ୍ବିତ ହୋଇଥିବା ସୂଚନା ମିଳିଛି ।
ଗତ ଜାନୁଆରୀ ମାସ ୫ତାରିଖରେ ଝିରିପାଣି ମୁଣ୍ଡୁଟି ଜଙ୍ଗଲରେ ହାତୀ…