କୂଅରୁ ଉଦ୍ଧାର ହେଲା ହାତୀ, ଗାଁ ଭିତରକୁ ଆସି କୂଅରେ ଖସିପଡିଥିଲା
ଅନୁଗୁଳ : ଅନୁଗୁଳରେ ଅପରେସନ ଗଜରାଜ । ଏକ ଘଣ୍ଟା ପରେ କୂଅରୁ ଉଦ୍ଧାର ହେଲା ହାତୀ । ବଅଁରପାଳ ବ୍ଲକ ନରେନ୍ଦ୍ରପୁର ଗାଁର ଏକ ପରିତ୍ୟକ୍ତ କୂଅରୁ ୮ବର୍ଷରୁ ହାତୀ ଛୁଆ ଉଦ୍ଧାର ହୋଇଛି । ହାତୀଟି ଗାଁ ଭିତରକୁ ଆସି କୂଅରେ ଫସିଯାଇଥିଲା ।
ଖବର ପାଇ ଘଟଣାସ୍ଥଳରେ ପହଂଚିଥିଲେ ବନବିଭାଗ…