ବଢୁଛି ଯୁଦ୍ଧ ଆଶଙ୍କା: ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ୍ ରଖିବାକୁ ନିର୍ଦ୍ଦେଶ ଦେଲେ ଅମିତ ଶାହ
ବଢୁଛି ଯୁଦ୍ଧ ଆଶଙ୍କା । ଅପରେସନ୍ ସିନ୍ଦୂର ପରେ ସୀମାନ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପ-ରାଜ୍ୟପାଳଙ୍କ ସହ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଅମିତ ଶାହ । ପାକିସ୍ତାନ ଓ ନେପାଳ ସୀମାନ୍ତ ୯ଟି ରାଜ୍ୟର ମୁଖ୍ୟମନ୍ତ୍ରୀ, ମୁଖ୍ୟ ସଚିବ, ଡିଜିପି ଓ ଉପ-ରାଜ୍ୟପାଳଙ୍କ ସହ ବୈଠକ କରିଛନ୍ତି । କେନ୍ଦ୍ର…