ଜମ୍ମୁ-କାଶ୍ମୀର ସୋପୋରରେ ଏନକାଉଣ୍ଟର, କୁଖ୍ୟାତ ଆତଙ୍କବାଦୀ ମୁଦାସିର ପଣ୍ଡିତ ସମେତ ୩ ନିହତ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀର ବାରମୂଲା ଜିଲ୍ଲା ସୋପୋର ଏନକାଉଣ୍ଟରରେ ସୁରକ୍ଷା ବାହିନୀକୁ ବଡ ସଫଳତା। ଏନକାଉଣ୍ଟରରେ ଲସ୍କର-ଏ-ତୋଇବା ଆତଙ୍କବାଦୀ ସଙ୍ଗଠନର କୁଖ୍ୟାତ ଆତଙ୍କବାଦୀ ମୁଦାସିର ପଣ୍ଡିତଙ୍କ ସମେତ ୩ଜଣ ନିହତ ହୋଇଛନ୍ତି। ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ଭାରତୀୟ…