ପୁଲୱାମାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ମୁହାଁମୁହିଁ, ୨ ଆତଙ୍କବାଦୀ ନିହତ
ଜମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ବୁଧବାର ଜମ୍ମୁ-କାଶ୍ମୀରର ପୁଲଓ୍ୱାମାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି ।
ସୂଚନାନୁସାରେ, ପୁଲଓ୍ୱାମାର ଟିକେନ୍ ଅଞ୍ଚଳରେ…