Browsing Tag

Entry fee for Museums

ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ହେବନି

 ଭୁବନେଶ୍ୱର(କେନ୍ୟୁଜ୍‌) : ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ହେବନି । ଏଭଳି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏତଦବ୍ୟତୀତ ଛାତ୍ରଛାତ୍ରୀ, କାରିଗର ଓ ବୁଣାକାର ମାନଙ୍କ ପାଇଁ ସଂଗ୍ରହାଳୟରେ ପ୍ରବେଶ ନିମନ୍ତେ କୌଣସି ଦେୟ ଆଦାୟ କରାଯିବ…