Browsing Tag

eplacement of teachers

ଶିକ୍ଷକଙ୍କ ବଦଳି ପ୍ରତିବାଦ: ସ୍କୁଲ ଗେଟରେ ତାଲା ପକାଇ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ

ଢେଙ୍କାନାଳ (କେନ୍ୟୁଜ): ଶିକ୍ଷକ ବଦଳି ପ୍ରତିବାଦରେ ସ୍କୁଲରେ ତାଲା । ସ୍କୁଲ ଗେଟରେ ତାଲା ପକାଇ ରାସ୍ତାରେ ଧାରଣା ଦେଲେ ସ୍କୁଲ ଛାତ୍ରଛାତ୍ରୀ ଏବଂ ଅଭିଭାବକ । ଢେଙ୍କାନାଳ ସଦର ବ୍ଲକ ଗହମଖୁଣ୍ଟି ୟୁପି ସ୍କୁଲରେ ଏଭଳି ସ୍ଥିତି ଦେଖିବାରୁ ମିଳିଛି । ଜଣେ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି…