ମୁଁ ଆଜି ଖଇରିଆ ପୋଷାକ ପିନ୍ଧୁଛି ଦୁଇ ପୂର୍ବତନ ମନ୍ତ୍ରୀଙ୍କ ପାଇଁ : ଏମିତି କାହିଁକି କହିଲେ ପୂର୍ବତନ ବିଧାୟକ ପ୍ରଭାତ…
କଟକ (କେନ୍ୟୁଜ) : ଦୁଇଜଣ ପୂର୍ବତନ ମନ୍ତ୍ରୀଙ୍କ ପାଇଁ ଆଜି ପିନ୍ଧୁଛି ଏହି ଖଇରିଆ ପୋଷାକ। କାହିଁକି ଏଭଳି କହିଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ। କିଏ ସେହି ଦୁଇ ପୂର୍ବତନ ମନ୍ତ୍ରୀ। କାହାକୁ ଟାର୍ଗେଟ କରିଛନ୍ତି ପ୍ରଭାତ ବିଶ୍ୱାଳ। ଖାଲି ସେତିକି ନୁହେଁ ସେ ବିଜୁ ଜନତା ଦଳ ପାଇଁ…