Browsing Tag

exam cancelled

ୟୁପି ପୋଲିସ ପରୀକ୍ଷା ବାତିଲ, ୬ ମାସ ପରେ ପୁନଃ ପରୀକ୍ଷା ହେବ ବୋଲି ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଅନେକ ବିବାଦ ପରେ ଉତ୍ତର ପ୍ରଦେଶର ବିଭିନ୍ନ ଜିଲ୍ଲାରେ ହେଉଥିବା ପୋଲିସ ପରୀକ୍ଷା ବାତିଲ୍ ହେଇଛି । ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ପରେ ପରୀକ୍ଷାକୁ ବାତିଲ୍ କରିଦିଆଯାଇଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ନିଷ୍ପତ୍ତି ନେଇଛନ୍ତି । ଏହି ଘଟଣାରେ ଏସଟିଏଫ ତଦନ୍ତ କରାଯିବ ଏବଂ ଦୋଷୀଙ୍କ…

ଯୁକ୍ତ ଦୁଇ ପରୀକ୍ଷା ବାତିଲକୁ ନେଇ ମନ୍ତ୍ରୀ ସମୀର ଦାଶଙ୍କ ପ୍ରତିକ୍ରିୟା, ୧୫ ଦିନ ଭିତରେ ଗଠନ ହେବ ବିଶେଷଜ୍ଞ କମିଟି

ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷା ବାତିଲକୁ ନେଇ ମନ୍ତ୍ରୀ ସମୀର ଦାଶଙ୍କ ପ୍ରତିକ୍ରିୟା । ୧୫ ଦିନ ଭିତରେ ଗଠନ ହେବ ବିଶେଷଜ୍ଞ କମିଟି । CBSE ପଲିସିକୁ ଅନୁଧ୍ୟାନ କରି କମିଟି ସଦସ୍ୟମାନେ ତର୍ଜମା କରିବେ । ପରେ ନିଷ୍ପତ୍ତି ହେବ, କେଉଁ ଆଧାରରେ ମାର୍କ ଦିଆଯିବ । ଡେଡଲାଇନ ଅନୁସାରେ ଫଳ…

ସିବିଏସ୍‌ଇ ପରେ ବାତିଲ୍‌ ହେଲା ISC ଦ୍ୱାଦଶ ଶ୍ରେଣୀ ପରୀକ୍ଷା

ନୂଆଦିଲ୍ଲୀ: ସିବିଏସ୍‌ଇ ପରେ ISC ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ୍‌ । ସୂଚନା ଦେଲେ ସିଆଇଏସ୍‌ସିଇ ଅଧ୍ୟକ୍ଷ ଡକ୍ଟର ଜି ଇମାନୁଏଲ୍‌ । ଚୂଡ଼ାନ୍ତ ପରୀକ୍ଷା ଫଳ ନେଇ ନିଆଯିବ ପରବର୍ତ୍ତୀ ନିଷ୍ପତ୍ତି । ଦେଶର କରୋନା ସ୍ଥିତି ଓ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପ୍ରାଥମିକତା ଦେଇ ଏପରି…

ଆଇସିଏସ୍‌ଇ ୧୦ମ ବୋର୍ଡ ପରୀକ୍ଷା ବାତିଲ୍

ନୂଆଦିଲ୍ଲୀ: କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ବାତିଲ୍ ହେଲା ଆଇସିଏସ୍‌ଇ ୧୦ମ ବୋର୍ଡ ପରୀକ୍ଷା। ପ୍ରଥମେ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇ ପରୀକ୍ଷାକୁ ଅପସନାଲ୍ ଭାବେ ରଖାଯାଇଥିଲା । ଯେଉଁ ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉପସ୍ଥିତ ରହିବାକୁ ଚାହୁଁ ନାହାଁନ୍ତି ସେମାନଙ୍କ ପାଇଁ…

ବାତିଲ ହେଲା ଯୁକ୍ତ ଦୁଇର ଅବଶିଷ୍ଟ ସମସ୍ତ ପରୀକ୍ଷା, ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି

ଭୁବନେଶ୍ବର: ବାତିଲ ହେଲା ଯୁକ୍ତ ଦୁଇର ଅବଶିଷ୍ଟ ପରୀକ୍ଷା। ଆଉ ଛାତ୍ରଛାତ୍ରୀଙ୍କୁ ଦେବାକୁ ପଡିବନି ବଳକା ଥିବା ପରୀକ୍ଷା । ତାଲାବନ୍ଦ ଯୋଗୁଁ ୪ଟି ଷ୍ଟ୍ରିମର ୨୩ଟି ପରୀକ୍ଷା ହୋଇପାରିନଥିଲା । ପରୀକ୍ଷା ବାତିଲ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି । ମିଳିଥିବା ସୂଚନା…