ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି, ଆଜିଠୁ ସପ୍ତାହେ ଧରି ଦୋଳଉତ୍ସବ ଆରମ୍ଭ ହେବ
ପୁରୀ (କେନ୍ୟୁଜ): ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ । ଏଥିପାଇଁ ଶ୍ରମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ। ଫଗୁ ଦଶମୀରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବାପରେ ମହାପ୍ରଭୁଙ୍କ ଆଜ୍ଞାମାଳ…