Browsing Tag

fagu dashami

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଫଗୁ ଦଶମୀ, ଚାଚେରୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ (କେନ୍ୟୁଜ): ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ । ଚାଚେରୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି କରାଯାଉଛି। ଆଜିଠୁ ସପ୍ତାହେ ଧରି ଶ୍ରୀମନ୍ଦିରରେ ଦୋଳ ଉତ୍ସବ ମଧ୍ୟ ପାଲନ କରାଯିବ। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା…