ଡାକ ବିଭାଗ ନିଯୁକ୍ତିରେ ଜାଲ ସାର୍ଟିଫିକେଟ ଦୁର୍ନୀତି ମାମଲା: ରାଜ୍ୟରେ ୬୭ଟି ସ୍ଥାନରେ ସିବିଆଇ ରେଡ୍
ଭୁବନେଶ୍ୱର (କେନ୍ୟୁଜ): ଜାଲ ସାର୍ଟିଫିକେଟ ଦେଇ ଗ୍ରାମୀଣ ଡାକ ସେବକ (GDS) ନିଯୁକ୍ତି ମାମଲାରେ ସିବିଆଇର ବଡ଼ ଧରଣର ତଦନ୍ତ ଆରମ୍ଭ । ଓଡ଼ିଶାର ପ୍ରାୟ ୬୭ଟି ସ୍ଥାନରେ ଚଢଉ କରି ତଦନ୍ତ ଆରମ୍ଭ କରିଛି ସିବିଆଇ । ଡାକ ବିଭାଗରେ ନକଲି ସାର୍ଟିଫିକେଟ ଦେଇ ଗ୍ରାମୀଣ ଡାକ ସେବକ ନିଯୁକ୍ତି ପାଇଥିବା…