୫ ନକଲି ମାଓବାଦୀ ଗିରଫ, ମାଓବାଦୀ ନାଁରେ ଟଙ୍କା ଆଦାୟ ଅଭିଯୋଗ
ମାଲକାନଗିରି : ୫ ନକଲି ମାଓବାଦୀ ଗିରଫ । ମାଓବାଦୀ ନାଁରେ ଟଙ୍କା ଆଦାୟ କରୁଥିବା ଅଭିଯୋଗରେ ଚିତ୍ରକୋଣ୍ଡା ପୋଲିସ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏନେଇ ମାଲକାନଗିରି ଡିଏସପି ଲକ୍ଷ୍ମୀଧର ସ୍ବାଇଁ ସୂଚନା ଦେଇଛନ୍ତି। ଚିତ୍ରକୋଣ୍ଡା ଥାନା ବଡ଼ପଦର ପଞ୍ଚାୟତର ନାଏବ ସରପଞ୍ଚ…