Below header
Browsing Tag

fake note seized in korapur

କୋରାପୁଟ: ସୁନାବେଡ଼ା ବସଷ୍ଟାଣ୍ଡ ନିକଟରୁ ବିପୁଳ ପରିମାଣର ନକଲି ନୋଟ୍ ଜବତ, ଜଣେ ଗିରଫ

କୋରାପୁଟ: କୋରାପୁଟ ଜିଲ୍ଲା ସୁନାବେଡ଼ା ବସଷ୍ଟାଣ୍ଡ ନିକଟରୁ ବିପୁଳ ପରିମାଣର ନକଲି ନୋଟ୍ ଜବତ । ଘଟଣାରେ ଜଣକୁ ଗିରଫ କରିଛି ଏସଟିଫ୍ । ଗିରଫ ବ୍ୟକ୍ତି ଜଣକ ହେଲେ କୋରାପୁଟ ଜିଲ୍ଲା ଆନନ୍ଦପୁର ଲେକିଗଡାର ଅନାମ ଖିଲ । ପାଖାପାଖି ୩ଲକ୍ଷ ୨୮ ହଜାର ୩ଶହ ଟଙ୍କାର ଜାଲ ନୋଟ ଜବତ କରିଛି ସ୍ପେଶାଲ…