Browsing Tag

fakir mohan senapati

ଆଜି ବ୍ୟାସ କବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ, ଯିଏ ଥିଲେ ଓଡ଼ିଆ ଉପନ୍ୟାସର ଜନକ

ଓଡ଼ିଆ ସାହିତ୍ୟକୁ ତାଙ୍କର ଥିଲା ଅନନ୍ୟ ଦାନ । ନିଜ ଲେଖନୀ ମୁନରେ ସିଏ ଓଡ଼ିଆ ଭାଷାକୁ ଜୀବନ୍ତ କରି ଗଢି ତୋଳିଥିଲେ । ଓଡ଼ିଶାର ସେହି ଅନନ୍ୟ ବରପୁତ୍ର ଜଣକ ହେଉଛନ୍ତି ବ୍ୟାସକବି ଫକୀର ମୋହନ ସେନାପତି । ସେହି ସମୟର ସାଧାରଣ ସାମାଜିକ ଚଳଣିକୁ ନେଇ ହିଁ ସେ ରଚିଛନ୍ତି ଅନେକ ଉପନ୍ୟାସ, ପୁସ୍ତକ…