ଫାଲକନୁମା ଏକ୍ସପ୍ରେସରେ ଲାଗିଲା ନିଆଁ, ହାଓ୍ଵଡାରୁ ସିକନ୍ଦରାବାଦକୁ ଯାଉଥିଲା ଟ୍ରେନ
ହାଓ୍ଵଡାରୁ ସିକନ୍ଦରାବାଦ ଯାଉଥିବା ଫାଲକନୁମା ଏକ୍ସପ୍ରେସରେ ନିଆଁ ଲାଗିଛି । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ନିଆଁ ଲାଗିବା ଦେଖି ଯାତ୍ରୀମାନେ ଟ୍ରେନରୁ ଓହ୍ଲାଇ ପଡିଥିଲେ । ଟ୍ରେନର ଏକାଧିକ ବଗିରେ ନିଆଁ ଲାଗିଯାଇଛି । ଟ୍ରେନରେ ନିଆଁ ଏତେ ଭୟଙ୍କର ରହିଛି ଯେ,…