ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା, ସାକ୍ଷୀ ତାଲିକା ଦସ୍ତାବିଜ ଦେବାକୁ ବର୍ଷାଙ୍କୁ ନିର୍ଦ୍ଦେଶ
କଟକ (କେନ୍ୟୁଜ): ବର୍ଷା-ଅନୁଭବ ପାରିବାରିକ ଅଦାଲତ ମାମଲା। ଆଜି ପୁଣି ପରିବାର ଅଦାଲତରେ ହାଜର ହେଲେ ଷ୍ଟାର ଦମ୍ପତି । ଅନୁଭବଙ୍କ ଆଇନଜୀବୀଙ୍କୁ ସମସ୍ତ ଦସ୍ତାବିଜ୍ ପ୍ରଦାନ କରିବାକୁ ବର୍ଷାଙ୍କ ଓକିଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏହାସହ ସାକ୍ଷୀ ତାଲିକା ଓ ସେ ସମ୍ବନ୍ଧୀୟ ସମସ୍ତ…