ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆତ୍ମାହୁତି ଉଦ୍ୟମ
ବରଗଡ଼(କେନ୍ୟୁଜ୍) : ବରଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆତ୍ମାହୁତି ଉଦ୍ୟମ କରିଛନ୍ତି କିଛି ପରିବାରର ଲୋକେ । ଗାଇସିଲେଟ ବ୍ଲକ ଜଗଲପାଟ ପଞ୍ଚାୟତରେ ବ୍ୟାପକ ଦୁର୍ନୀତି ହେଉଥିବା ଅଭିଯୋଗ ନେଇ ଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ଆତ୍ମାହୁତି ଉଦ୍ୟମ କରିଛନ୍ତି କିଛି ପରିବାର ।…