Browsing Tag

farm laws Repealed

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଡ଼ ଘୋଷଣା: ୩ଟି ଯାକ ନୂଆ କୃଷି ଆଇନ ପ୍ରତ୍ୟାହାର

ନୂଆଦିଲ୍ଲୀ(କେନ୍ଯୁଜ୍): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଡ଼ ଘୋଷଣା। ୩ କୃଷି ଆଇନ ପ୍ରତ୍ୟାହାର କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁ ନାନକ ଜୟନ୍ତୀରେ ଦେଶବାସୀଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ଟି ଯାକ କୃଷି ଆଇନକୁ ପ୍ରତ୍ୟାହାର କରିବାକୁ ଘୋଷଣା…